Bible 2 India Mobile
[VER] : [ODIYA]     [PL]  [PB] 
 <<  Psalms 117 >> 

1ହେ ସର୍ବଦେଶୀୟମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର; ହେ ସମସ୍ତ ଲୋକ, ତାହାଙ୍କର ସ୍ତୁତି କର ।

2କାରଣ ଆମ୍ଭମାନଙ୍କ ପ୍ରତି ତାହାଙ୍କ ଦୟା ଅତିଶୟ ଓ ସଦାପ୍ରଭୁଙ୍କ ସତ୍ୟତା ଅନନ୍ତକାଳସ୍ଥାୟୀ । ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର ।


  Share Facebook  |  Share Twitter

 <<  Psalms 117 >> 


Bible2india.com
© 2010-2024
Help
Dual Panel

Laporan Masalah/Saran