Bible 2 India Mobile
[VER] : [ODIYA]     [PL]  [PB] 
 <<  Psalms 134 >> 

1ଦେଖ, ହେ ସଦାପ୍ରଭୁଙ୍କ ଦାସସକଳ, ରାତ୍ରିକାଳରେ ସଦାପ୍ରଭୁଙ୍କ ଗୃହରେ ଠିଆ ହୋଇଥାଅ ଯେ ତୁମ୍ଭେମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର ।

2ତୁମ୍ଭେମାନେ ଧର୍ମଧାମ ଆଡ଼େ ଆପଣା ଆପଣା ହସ୍ତ ଉଠାଅ ଓ ସଦାପ୍ରଭୁଙ୍କର ଧନ୍ୟବାଦ କର ।

3ଆକାଶ ଓ ପୃଥିବୀର ନିର୍ମାଣକର୍ତ୍ତା ସଦାପ୍ରଭୁ ସିୟୋନରୁ ତୁମ୍ଭକୁ ଆଶୀର୍ବାଦ କରନ୍ତୁ ।


  Share Facebook  |  Share Twitter

 <<  Psalms 134 >> 


Bible2india.com
© 2010-2024
Help
Dual Panel

Laporan Masalah/Saran